Breaking

ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଭିଏସସନଗରରେ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ଯ୍ୟକ୍ରମ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ମହାମାରୀ କରୋନା ସମୟରେ ଜୀବନକୁ ବଳିଦାନ ଦେଇଥିବା କରୋନାଯୋଦ୍ଧା ମାନଙ୍କ ସମ୍ମାନାର୍ଥେ #ଜୟ_ଜଗନ୍ନାଥ_ଚାରିଟେବୁଲ_ଟ୍ରଷ୍ଟ ଭିଏସସନଗର ତରଫରୁ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯିବା ସହିତ କରୋନା ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଶପଥ ପାଠ କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ଯୁବକ, ଛାତ୍ର ଓ ବରିଷ୍ଠ ନାଗରକମାନେ ଯୋଗଦେଇଥିଲେ ବୋଲି ଟ୍ରଷ୍ଟ ର ପ୍ରତିଷ୍ଠାତା ଡଃ ପ୍ରକାଶ ତ୍ରିପାଠୀ ଜଣାଇଛନ୍ତି।

loading...

Leave A Reply

Your email address will not be published.