ଭୁବନେଶ୍ବର: ଓଡିଶା ମୁହାଁ ସାମୁଦ୍ରିକ ଝଡ ‘ଫନି’ । ଅତି ଭୀଷଣ ଚକ୍ରବାତର ରୂପ ନେଇଛି ‘ଫନି’ । ଏହା ପୁରୀଠାରୁ ୩୬୦ କିଲୋମିଟର ଦୂରରେ ରହିଛି ।ଆସନ୍ତାକାଲି ଦିନ ୧୦ଟାରୁ ୧୨ଟା ପରେ ଯେକୌଣସି ସମୟରେ ସ୍ଥଳଭାଗକୁ ଛୁଇଁପାରେ ବୋଲି ସୂଚନା ମିଳିଛି।
ଫନି’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ପୁରୀ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସହ ପବନ ଆରମ୍ଭ ହୋଇଛି । ରାଜଧାନୀ ଭୁବନେଶ୍ବରରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି ।
ଏହାକୁ ମୁକାବିଲା କରିବା ଲାଗି ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ପ୍ରଭାବିତ ଅଞ୍ଚଳରେ ଏନ୍ଡିଆର୍ଏଫ୍, ଓଡ୍ରାଫ୍ ଟିମ୍ ପହଞ୍ଚିବା ସହ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛନ୍ତି।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’