Breaking

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଆକ୍ରାନ୍ତ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଗୁରୁଗ୍ରାମସ୍ଥିତ ମେଦାନ୍ତ ହସପିଟାଲରେ ଭର୍ତ୍ତି କରାଯାଇଛି। ଆଜି ନିଜେ ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି।ଏହା ସହ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିରୁପ୍ପା, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ , ପୂର୍ବତନ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା, ତାମିଲନାଡ଼ୁ ରାଜ୍ୟପାଳ ବନୱାରୀଲାଲ ପୁରୋହିତଙ୍କ ସମେତ ଭାରତୀୟ ରାଜନୀତି କ୍ଷେତ୍ରରୁ ଅନେକ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି।

loading...

Leave A Reply

Your email address will not be published.