ଭୁବନେଶୱର: ରାଜଧାନୀରେ ନକଲି ସସ୍ ତିଆରି କାରଖାନା ଠାବ କରାଯାଇଛି। ଶୈଳଶ୍ରୀ ବିହାର ମହାବୀର ବସ୍ତିର ଏକ ଘରେ ଏହି ନକଲି ସସ୍ ତିଆରି ଚାଲିଥିଲା। ସେଠାରେ ପଚା କଖାରୁରେ ତିଆରି ହେଉଥିଲା ଟମାଟୋ, ଚିଲି, ସୋୟା ସସ୍। ପୁଲିସ୍ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡର ଷ୍ଟିକର ସହ ବୋତଲ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଏହି ଘଟଣାରେ ପୁଲିସ୍ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
Breaking
India’s First Probiotic Cheese Brand ‘Curious Cheese’ Launches in OdishaManaging Life with High LDL Cholesterol: What You Need to KnowIIMT’s Commitment to International Collaboration and Academic ExcellenceMahindra Launches XUV 3XO ‘REVX’ Series Starting at ₹ 8.94 LakhGalaxy Unpacked July 2025: How to Watch Live Stream