Breaking

ଶୈଳଶ୍ରୀ ବିହାରରେ ନକଲି ସସ୍‌ କାରଖାନା ଠାବ

ପଚା କଖାରୁରେ ତିଆରି ହେଉଥିଲା ସସ୍‌

0

ଭୁବନେଶୱର: ରାଜଧାନୀରେ ନକଲି ସସ୍ ତିଆରି କାରଖାନା ଠାବ କରାଯାଇଛି। ଶୈଳଶ୍ରୀ ବିହାର ମହାବୀର ବସ୍ତିର ଏକ ଘରେ ଏହି ନକଲି ସସ୍ ତିଆରି ଚାଲିଥିଲା। ସେଠାରେ ପଚା କଖାରୁରେ ତିଆରି ହେଉଥିଲା ଟମାଟୋ, ଚିଲି, ସୋୟା ସସ୍। ପୁଲିସ୍‌ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡର ଷ୍ଟିକର ସହ ବୋତଲ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଏହି ଘଟଣାରେ ପୁଲିସ୍‌ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

loading...

Leave A Reply

Your email address will not be published.