କଟକ: କଟକରେ ନକଲି ସିମେଣ୍ଟ କାରଖାନା ଠାବ। ଜଗତପୁର ଶିଳ୍ପାଞ୍ଚଳରୁ ହ୍ୱାଇଟ୍ ସିମେଣ୍ଟ ଓ ଘର ରଙ୍ଗ ସାମଗ୍ରୀର ନକଲି କାରଖାନାକୁ ଜଗତପୁର ପୁଲିସ୍ ଠାବ କରିଛି। ୭୧୦ରୁ ଅଧିକ ନକଲି ହ୍ୱାଇଟ୍ ସିମେଣ୍ଟ ବସ୍ତା ସହ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଶଂକୁ ପୁଲିସ୍ ଜବତ କରିଛି।ଏହି ଘଟଣାରେ କାରଖାନାର ମାଲିକ ସଦାଶିବ ବେହେରାଙ୍କୁ ମଧ୍ୟ ପୁଲିସ୍ ଗିରଫ କରିଛି।ଏହା ପୂର୍ବରୁ କଟକରେ ନକଲି ଖାଇବା ତେଲ, ଘିଅ, ସିମେଣ୍ଟ୍ ଇତ୍ୟାଦି ଜବତ କରାଯାଇଥିଲା।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’