ମୁମ୍ବାଇ:କିନ୍ନରମାନଙ୍କ ପାଖରୁ ରାକ୍ଷୀ ବାନ୍ଧି ମାନବିକତାର ଏକ ବଡ ଉଦାହରଣ ଦେଇଛନ୍ତି ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର୍। ଏହା ସହିତ ସମସ୍ତ ଦେଶବାସୀଙ୍କୁ ଭାଇ-ଭଉଣୀଙ୍କର ଏହି ପବିତ୍ର ପର୍ବରେ ଏକ ଭଲ ସନ୍ଦେଶ ଦେଇଛନ୍ତି ।ଦୁଇ କିନ୍ନର ଅବିନା ଅହର ଓ ସିମରନ ଶେଖଙ୍କୁ ନିଜର ନୂଆ ଭଉଣୀ କରିବା ପରେ ସେମାନେ ଗମ୍ଭୀରଙ୍କୁ ରାକ୍ଷୀ ବାନ୍ଧିଥିଲେ । ଯାହାର ଫଟୋକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଗମ୍ଭୀର । ଯେଉଁଥିରେ ଅବିନା ଏବଂ ସିମରନ୍ ମଧ୍ୟ ରହିଛନ୍ତି । ଗମ୍ଭୀର ଫୋଟ ସେୟାର କରିବା ସହିତ ମନକୁ ଛୁଇଁଲା ଭଳି ଗୋଟେ କ୍ୟାପସନ ମଧ୍ୟ ଲେଖିଛନ୍ତି ।
Breaking
ପଟିଆରେ ଖୋଲିଲା ରୋଜ୍ ଟ୍ରାନ୍ସଫରମେସନ୍ଜଗନ୍ନାଥ ହେଉଛନ୍ତି ଆମର ଅସ୍ମିତା – ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ବତୀ ମହାରାଜApollo Hospitals, Bhubaneswar Launches Comprehensive Liver Transplant Programପ୍ରବାସୀ ଭାରତୀୟ ଦିବସ ୨୦୨୫ରେ ଝଲସିଲା ମହିଳା ସଶକ୍ତିକରଣବୟୋଜ୍ୟେଷ୍ଠ, ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ, ଆଦର ଦେଉଥିବା ସମାଜ ହେଉଛି ଏକ ଆଦର୍ଶ ସମାଜ- ମୁଖ୍ୟମନ୍ତ୍ରୀ