ମୁମ୍ବାଇ:କିନ୍ନରମାନଙ୍କ ପାଖରୁ ରାକ୍ଷୀ ବାନ୍ଧି ମାନବିକତାର ଏକ ବଡ ଉଦାହରଣ ଦେଇଛନ୍ତି ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର୍। ଏହା ସହିତ ସମସ୍ତ ଦେଶବାସୀଙ୍କୁ ଭାଇ-ଭଉଣୀଙ୍କର ଏହି ପବିତ୍ର ପର୍ବରେ ଏକ ଭଲ ସନ୍ଦେଶ ଦେଇଛନ୍ତି ।ଦୁଇ କିନ୍ନର ଅବିନା ଅହର ଓ ସିମରନ ଶେଖଙ୍କୁ ନିଜର ନୂଆ ଭଉଣୀ କରିବା ପରେ ସେମାନେ ଗମ୍ଭୀରଙ୍କୁ ରାକ୍ଷୀ ବାନ୍ଧିଥିଲେ । ଯାହାର ଫଟୋକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଗମ୍ଭୀର । ଯେଉଁଥିରେ ଅବିନା ଏବଂ ସିମରନ୍ ମଧ୍ୟ ରହିଛନ୍ତି । ଗମ୍ଭୀର ଫୋଟ ସେୟାର କରିବା ସହିତ ମନକୁ ଛୁଇଁଲା ଭଳି ଗୋଟେ କ୍ୟାପସନ ମଧ୍ୟ ଲେଖିଛନ୍ତି ।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’