Breaking

ରାଜ୍ୟପାଳ କରୋନା ପଜିଟିଭ୍

0

ଓଡ଼ିଶା ନ୍ୟୁଜ ଟୁଡେ ବ୍ୟୁରୋ:

ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶି ଲାଲ୍ ଏବଂ ତାଙ୍କ ପତ୍ନୀ କରୋନା ଭାଇରସ ରେ ଆକ୍ରାନ୍ତ ହୋଇଛନ୍ତି। ରାଜ୍ୟପାଳଙ୍କ ସହ ତାଙ୍କ ପରିବାରର ୬ ଜଣ ସଦସ୍ୟ ମଧ୍ୟ କରୋନା ପଜିଟିଭ୍ ବୋଲି ସୂଚନା ମିଳିଛି। ଚିକିତ୍ସା ପାଇଁ ତାଙ୍କୁ ସମ୍ କୋଭିଡ୍ ହସ୍ପିଟାଲ୍ ରେ ଭର୍ତ୍ତି କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ବିଶେଷଙ୍କୁ ପରୀକ୍ଷା କରାଇନେବା ସହ ସଙ୍ଗରୋଧ ରେ ରହିବା ପାଇଁ ପରାମର୍ଶ ଦିଆଯାଇଛି।

loading...

Leave A Reply

Your email address will not be published.