ଭୁବନେଶ୍ୱର:ସହିଦ ନଗର ଅଞ୍ଚଳର ଏକ ଘରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଚିତ୍ରଲେଖା ପାତ୍ର।
ତେବେ ଚିତ୍ରଲେଖା ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରିଛି ତାହା ଜଣାପଡ଼ି ନାହିଁ।ସହିଦ ନଗର ଥାନା ପୁଲିସ୍ ମହିଳାଙ୍କ ସ୍ୱାମୀଙ୍କୁ ଅଟକ ରଖି ତଦନ୍ତ କରୁଛି।
Breaking
ନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତପରିଚୟ ପକ୍ଷରୁ ନିଆରା ରଜ ଉତ୍ସବ :ମେଧାବୀ ଛାତ୍ରୀଙ୍କୁ ବାଣ୍ଟିଲେ ସାଇକେଲଆଙ୍କିଲୋଜିଂ ସ୍ପଣ୍ଡିଲାଇଟିସ୍ : ପ୍ରଦାହକୁ ହ୍ରାସ କରିବାର ୫ ଟି ଉପାୟ