ଭୁବନେଶ୍ୱର:ଭୁବନେଶ୍ୱର ଗାନ୍ଧିମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ପରେଡ୍ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୭୨ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟବାସୀଙ୍କୁ
ଶୁଭେଚ୍ଚା ଜଣାଇବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ବିଶେଷ ଭୂମିକା ରହିଛି।ଆଜିଠୁ ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ ହେଉଛି। ଯୋଜନା ଦ୍ୱାରା ଓଡ଼ିଶାର ୭୦ ଲକ୍ଷ ପରିବାର ଉପକୃତ ହେବେ। ଏହା ସହିତ ରାଜ୍ୟରେ ଆଗକୁ ହେବାକୁ ଥିବା ହକି ବିଶ୍ବକପ୍ ର ସଫଳ ରୂପାୟନ ପାଇଁ ସହଯୋଗ କାମନା କରିଛନ୍ତି। ପରିଶେଷରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରି ଏକ ସୁସ୍ଥ ସମାଜ ଗଠନର ଆହ୍ବାନ ଦେଇଛନ୍ତି।
Breaking
ଡ଼ ନାରାୟଣ ମହାପାତ୍ରଙ୍କୁ ସମ୍ମାନ ସୂଚକ ଗ୍ଲୋବାଲ ପିସ ହ୍ୟୁମାନ ରାଇଟସ ଆୱାର୍ଡସମସ୍ତେ ଏକାଠି ମିଶି ଇସ୍କନ ବିରୋଧରେ ସ୍ୱର ଉତ୍ତୋଳନ କରିବା ନିହାତି ଆବଶ୍ୟକThis World Heart Day: How Personalized Medicine is Shaping the Future of Bad Cholesterol Treatment୨୯ରୁ ଟ୍ୱିନ ସିଟିର ସବୁଠାରୁ ବଡ ନବରାତ୍ରି ସେଲିବ୍ରେଶନ ‘ଦାଣ୍ଡିଆ କାର୍ଣ୍ଣିଭାଲNavadarshan Reflection Ceremony 2025: Paving the Way for an Inclusive & Viksit Odisha