କଟକ:ହାସ୍ୟ ଅଭିନେତା ଜୟୀରାମ ସାମଲ ଅସୁସ୍ଥ। ହୃଦ୍ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ବୁଧବାର ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଅସ୍ତ୍ରୋପଚାର ପରେ ତାଙ୍କୁ ଆଇସିୟୁରେ ଅବଜରଭେଶନରେ ରଖାଯାଇଛି।ବର୍ତ୍ତମାନ ସେ ସୁସ୍ଥ ଅଛନ୍ତି ବୋଲି ପରିବାର ଲୋକ ସୂଚନା ଦେଇଛନ୍ତି।ତାଙ୍କର ଅସୁସ୍ଥତା ଖବର ପାଇଁ ଓଡ଼ିଆ ସିନେ କଳାକାରମାନେ ତାଙ୍କୁ ଭେଟିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
Breaking
ଜଗନ୍ନାଥ ହେଉଛନ୍ତି ଆମର ଅସ୍ମିତା – ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ବତୀ ମହାରାଜApollo Hospitals, Bhubaneswar Launches Comprehensive Liver Transplant Programପ୍ରବାସୀ ଭାରତୀୟ ଦିବସ ୨୦୨୫ରେ ଝଲସିଲା ମହିଳା ସଶକ୍ତିକରଣବୟୋଜ୍ୟେଷ୍ଠ, ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ, ଆଦର ଦେଉଥିବା ସମାଜ ହେଉଛି ଏକ ଆଦର୍ଶ ସମାଜ- ମୁଖ୍ୟମନ୍ତ୍ରୀHydration, Refreshment, and Connection—Coca-Cola India’s Signature at Maha Kumbh 2025