Breaking

ମହାପ୍ରଭୁଙ୍କୁ ଦର୍ଶନ କଲେ ଲେଖାଶ୍ରୀ,କହିଲେ, ଏଥର ବି ବିଜେଡି ଗଢିବ ସରକାର

0

ପୁରୀ: ମହାପ୍ରଭୁଙ୍କୁ ଦର୍ଶନ କଲେ ବାଲେଶ୍ୱର ବିଜେଡି ଲୋକସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର । ମହାପ୍ରଭୁଙ୍କୁ ଦର୍ଶନ କରି ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଅରୁଣ ସ୍ତମ୍ଭ ନିକଟରେ ସାଷ୍ଟାଙ୍ଗ ପ୍ରଣାମ କରିଥିଲେ । ଚଳିତ ନିର୍ବାଚନରେ ବିଜୁ ଜନତା ଦଳ ପୁଣି ଥରେ ସରକାର ଗଢିବ ବୋଲି କହିଛନ୍ତି ଲେଖାଶ୍ରୀ ।

loading...

Leave A Reply

Your email address will not be published.