ଭୁବନେଶ୍ୱର:ନୂଆପଲ୍ଲୀ ଥାନା ଅନ୍ତଗତ ଆଇଆରସି ଭିଲେଜ୍ ହାଇସ୍କୁଲ ଖେଳପଡ଼ିଆରେ ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ମିଳିଛି।ରକ୍ତ ଜୁଡୁବୁଡୁ ଅବସ୍ଥାରେ କମିଶନରେଟ ପୁଲିସ୍ ଆଜି ମୃତଦେହକୁ ଉଦ୍ଧାର କରିଛି। ମୃତ ଯୁବକଙ୍କ ବୟସ ପ୍ରାୟ ୪୦ରୁ ୪୫ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ପାରିମ୍ଭିକ ତଦନ୍ତରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ ହୋଇଛି। ଯୁବକଙ୍କର କୌଣସି ପରିଚୟ ମିଳି ନ ଥିବା ବେଳେ ଉକ୍ତ ଯୁବକଙ୍କ ନିକଟରୁ ଟଙ୍କା ଓ ମୋବାଇଲ୍ ଜବତ ହୋଇଛି।ଖବର ପାଇ ନୂଆପଲ୍ଲୀ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Breaking
Galaxy Unpacked July 2025: How to Watch Live Streamରହସ୍ୟ ଉପରୁ ପରଦା ହଟିଲା ଅନୁପମ ପଟ୍ଟନାୟକଙ୍କ ଆଗାମୀ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ମିସ୍ ଓଡ଼ିଶା ଇଣ୍ଡିଆ ୨୦୨୫ ଗ୍ରାଣ୍ଡ ଫାଇନାଲInternational Yoga Day is celebrated by the Bharatiya Yoga SansathanFrom Cities to Heartlands: Samsung Solve for Tomorrow Sparks Innovation in Bihar and Jharkhand