କଟକ: ଅଭିନେତା ତଥା ବିଜେଡିର ରାଜ୍ୟସଭା ସାଂସଦ ଅନୁଭବ ମହାନ୍ତିଙ୍କୁ ହତ୍ୟା କରିବାକୁ ଧମକ ଦେବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ପୁଲିସ୍ର ସ୍ପେଶାଲ୍ ସ୍କ୍ୱାଡ୍ ଗୁଜରାଟରୁ ତାଙ୍କୁ ଗିରଫ କରିଛି। ସେ କଟକ ଝାଞ୍ଜିରୀମଙ୍ଗଳା ଅଞ୍ଚଳରେ ଏକ ଭଡ଼ାଘରେ ରହି ମିସ୍ତ୍ରୀ କାମ କରୁଥିଲେ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ ଯେ ତାଙ୍କୁ ୧୦ ଲକ୍ଷ ଟଙ୍କା ମାଗିବା ସହ ହତ୍ୟା ଧମକ ବୋଲି ଅନୁଭବ ମହାନ୍ତି ପୁରୀଘାଟ ଥାନାରେ ଅଭିଯୋଗ କରିଥିଲେ ।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’