Breaking

ମନମୋହନ ଅସୁସ୍ଥ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ମନମୋହନ ସିଂହ ଅସୁସ୍ଥ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ ହୋଇ ପଡିଛନ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାତି ପ୍ରାୟ ୮ଟା ୪୫ରେ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି ।

loading...

Leave A Reply

Your email address will not be published.