Breaking

“ଓଡ଼ିଶା ମୋ ପରିବାର- ଜୀବନ ବିନ୍ଦୁ”କାର୍ଯ୍ୟକ୍ରମର ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ସଂଯୋଜକ ଭାବେ ପ୍ରକାଶ ତ୍ରିପାଠୀ ମନୋନୀତ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ “ଓଡ଼ିଶା ମୋ ପରିବାର- ଜୀବନ ବିନ୍ଦୁ” କାର୍ଯ୍ୟକ୍ରମର ଭୁବନେଶ୍ଵର ଉତ୍ତର ନିର୍ବାଚନ ମଣ୍ଡଳୀର ସଂଯୋଜକ ଭାବରେ ବାଣୀବିହାର ପୂର୍ବତନ ସଭାପତି ତଥା ଯୁବ ବିଜେଡି ନେତା ଡଃ ପ୍ରକାଶ ତ୍ରିପାଠୀଙ୍କୁ ମନୋନୀତ କରାଯାଇଛି l ଓଡିଶା ମୋ ପରିବାରର ଆବାହକ ଶ୍ରୀଯୁକ୍ତ ଅରୁପ ପଟ୍ଟନାୟକ, ସହ ସଂଯୋଜକ ଶ୍ରୀଯୁକ୍ତ ଅତନୁ ସବ୍ୟସାଚୀ ନାୟକ, ଇନଚାର୍ଜ ଶ୍ରୀଯୁକ୍ତ ଦେବୀ ପ୍ରସାଦ ମିଶ୍ର , ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା, ବିଜୁ ଜନତାଦଳ ସଂଗଠନ ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କୁ ପ୍ରକାଶ ତ୍ରିପାଠୀ ଧନ୍ୟବାଦ ଜଣେଇବା ସହିତ ଏହି ଗୁରୁଦାୟିତ୍ଵ ଦେଇଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି l

loading...

Leave A Reply

Your email address will not be published.