ଭୂବନେଶ୍ବର :ବିଜେଡିରେ ଯୋଗଦେଲେ ନଳିନୀକାନ୍ତ । ନବୀନ ନିବାସରେ ସମର୍ଥକଙ୍କ ସହ ଆସି ବିଜେଡିରେ ଯୋଗ ଦେଇଛନ୍ତି ପୂର୍ବତନ ପ୍ରଶାସକ ନଳିନୀ । ସେପଟେ ସମ୍ବଲପୁର ଲୋକସଭା କିମ୍ବା ଏହା ଅନ୍ତର୍ଗତ ବିଧାନସଭା ଆସନରୁ ନଳିନୀଙ୍କୁ ଟିକେଟ୍ ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ଏହାକୁ ନେଇ ସରଗରମ ହେଉଛି ସମ୍ବଲପୁର ରାଜନୀତି । ବ୍ୟକ୍ତିଗତ କାରଣ ଦର୍ଶାଇ ଚାକିରିରୁ ଇସ୍ତଫା ଦେବା ପରେ ରାଜନୀତିରେ ସାମିଲ ହେବା ପାଇ ମନ ବଳାଇଥିଲେ ନଳିନୀ । ତେବ ବିଧିବଦ୍ଧ ଭାବେ ଆଜି ଶଙ୍ଖ ଧରିଛନ୍ତି ନଳିନୀକାନ୍ତ। ପ୍ରଶାସକଙ୍କ ଯୋଗଦାନ ଦ୍ବାରା ଦଳ ଆହୁରି ମଜବୁତ୍ ହେବ ବୋଲି ମତ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
Breaking
ପଟିଆରେ ଖୋଲିଲା ରୋଜ୍ ଟ୍ରାନ୍ସଫରମେସନ୍ଜଗନ୍ନାଥ ହେଉଛନ୍ତି ଆମର ଅସ୍ମିତା – ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ବତୀ ମହାରାଜApollo Hospitals, Bhubaneswar Launches Comprehensive Liver Transplant Programପ୍ରବାସୀ ଭାରତୀୟ ଦିବସ ୨୦୨୫ରେ ଝଲସିଲା ମହିଳା ସଶକ୍ତିକରଣବୟୋଜ୍ୟେଷ୍ଠ, ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ, ଆଦର ଦେଉଥିବା ସମାଜ ହେଉଛି ଏକ ଆଦର୍ଶ ସମାଜ- ମୁଖ୍ୟମନ୍ତ୍ରୀ