Breaking

ଅଭିନେତ୍ରୀ ନିକିତା ମୃତ୍ୟୁ ଘଟଣାରେ ନୂତନ ମୋଡ : ହତ୍ୟା ଅଭିଯୋଗ ଆଣିଲେ ବାପା

0

କଟକ : ଅଭିନେତ୍ରୀ ନିକିତାଙ୍କ ମୃତ୍ୟୁ ଘଟଣା ନେଇଛି ନୂଆ ମୋଡ଼। ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ନିକିତାଙ୍କ ବାପା ସନାତନ ବେହେରା।ଚାଉଳିଆଗଞ୍ଜ ଥାନାରେ ଜ୍ୱାଇଁ ଓ ନିକିତାଙ୍କ ଶାଶୁଙ୍କ ନାଁରେ ଲିଖିତ ଅଭିଯୋଗ କରିଛନ୍ତି ନିକିତାଙ୍କ ବାପା।
ସୂଚନାଯୋଗ୍ୟ ଶନିବାର ସନ୍ଦେହଜନକ ଭାବେ ନିକିତାଙ୍କର ଘର ଛାତରୁ ପଡ଼ି ମୃତ୍ୟୁ ଘଟିଥିଲା। ଅଭିଯୋଗ ପରେ ପୋଲିସ ନିକିତାଙ୍କ ସ୍ୱାମୀ ଲିପନ ସାହୁଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

loading...

Leave A Reply

Your email address will not be published.