Breaking

ବଦଳିବ ରୂପରେଖ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆଜି ଫକୀରମୋହଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ବରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି…
Read More...

ଆଖିରେ ଜଟିଳ ଅସ୍ତ୍ରୋପଚାର ପରେ ଦୁନିଆ ଦେଖିଲା ତିନି ମାସର ଶିଶୁକନ୍ୟା, ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଦେଲେ…

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ‘‘ଜନ୍ମ ହେଲା ବେଳେ ମୋ’ ଝିଅର ଓଜନ ମାତ୍ର ୭୦୦ ଗ୍ରାମ ଥିଲା। ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁରେ ଝିଅ ଅଢ଼େଇ ମାସ ରହିଲା। ପରୀକ୍ଷା ହେଲାରୁ ଜଣାପଡ଼ିଲା ଯେ ତା’ ଆଖିରେ କିଛି ଅସୁବିଧା ଅଛି। ଅପରେସନ କରିବାକୁ ପଡ଼ିବ। ଝିଅକୁ କେମିତି ଭଲ…
Read More...

୪୨ବିଧାୟକ ଓ ୩ ସାଂସଦ କରୋନା ପଜିଟିଭ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଆସନ୍ତାକାଲି ୨୯ ତାରିଖ ମଂଗଳବାରରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି। ଅଧିବେଶନ ପୂର୍ବରୁ ବିଭିନ୍ନ ବିଧାୟକ ଓ କର୍ମଚାରୀମାନଙ୍କର କୋଭିଡ୍‌ ଟେଷ୍ଟ କରାଯାଇଥିଲା। ଟେଷ୍ଟ ହୋଇଥିବା ୭୫୭ ଜଣଙ୍କ ମଧ୍ୟରୁ ୧୩୬ ଜଣଙ୍କର ପଜିଟିଭ୍‌ ବାହାରିଥିଲା।…
Read More...

ପରଲୋକରେ ବିଶିଷ୍ଟ ଗାୟକ ଏସ.ପି.ବାଲାସୁବ୍ରମଣ୍ୟମ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ପରଲୋକରେ ବିଶିଷ୍ଟ ଗାୟକ ଏସ.ପି.ବାଲାସୁବ୍ରମଣ୍ୟମ । ହିନ୍ଦୀ, ତାମିଲ ଓ ତେଲୁଗୁ ଫିଲ୍ମରେ ଥିଲା ଅନେକ ଅବଦାନ । ମେନେ ପ୍ୟାର କିୟା, ହମ ଆପକେ ହେ କୌନ୍, ଏକ ଦୁଜେ କେ ଲିଏ ଫିଲ୍ମରେ ଗୀତ ପାଇଁ ପ୍ରସିଦ୍ଧି ଲାଭ କରିଥିଲେ । କରୋନାରେ ଆକ୍ରାନ୍ତ ହୋଇ…
Read More...

ସୁନ୍ଦରଗଡ଼ ଜିଲ୍ଲାରେ ମା’ ଓ ଶିଶୁ ସୁରକ୍ଷା ପାଇଁ ଆଉ ୯ଟି ‘ମା’ ଗୃହ’ ପ୍ରତିଷ୍ଠା କରାଯିବ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ସୁନ୍ଦରଗଡ଼ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ସରକାରୀ ଓ ଘରୋଇ ସହଭାଗିତା (ପିପିପି) ଉପରେ ଗୁରୁତ୍ୱ ଆରୋପ କରାଯାଉଛି। ନିକଟରେ ଏ ସମ୍ପର୍କରେ ଆୟୋଜିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…
Read More...

ଜନସାଧାରଣଙ୍କ ପାଈ ନିସ୍ବାର୍ଥପର ସେବା ସର୍ବଦା ଜାରି ରହିବ:ମିଲନ୍ ପାଇକରାୟ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଶ୍ରୀ ମହାବୀର ସାମାଜିକ ସଂଗଠନ ର ସଦସ୍ୟ ମାନେ ସବୁବେଳେ ବିଭିନ୍ନ ସାମାଜିକ କାମରେ ନିଜକୁ ନିୟୋଜିତ କରିଥାନ୍ତି, କେତେବେଳେ ରକ୍ତଦାନ କରି କାହା ଜୀବନ ବଞ୍ଚାଇଥାନ୍ତି ତ କେତେବେଳେ ରକ୍ତଦାନ ଶିବିର ଆୟୋଜନ କରିଥାନ୍ତି, ପରିବେଶ କୁ ଭଲ ରଖିବା ପାଇଁଁ…
Read More...