ଭି,ଏସ୍,ଏସ୍ ନଗରରେ ବନମହୋତ୍ସବ ସପ୍ତାହ ପାଳନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଓଡିଶା ନ୍ୟଜ୍ ଟୁଡେ ବ୍ୟୁରୋ:
ଭି,ଏସ୍,ଏସ ନଗର ତାରିଣୀ ମନ୍ଦିର ନିକଟ ଓଭର ବ୍ରିଜ୍ ନିକଟରେ ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ତରଫରୁ ବନମହୋତ୍ସବ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୫୦ରୁ ଉର୍ଦ୍ଧ ବିଭିନ୍ନ ପ୍ରକାର ଔଷଧୀୟ ବୃକ୍ଷ ରୋପଣ କରାଯାଇଛି।…
Read More...
Read More...