Breaking

ସୋସିଆଲ୍‌ ମିଡିଆରେ ଚହଳ ସୃଷ୍ଟି କରିଛନ୍ତି ୩ବର୍ଷୀୟ ଶିଶୁ ରୋଷେୟା

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ଗତ କିଛି ଦିନ ହେବ ସୋସିଆଲ୍‌ ମିଡିଆରେ ୩ବର୍ଷୀୟ ଶିଶୁ ଚହଳ ସୃଷ୍ଟି କରିଛନ୍ତି। ଆମେରିକାର ରୋମନ୍‌ ବେଲ୍‌ଭିଲେ ପୁରା ଦୁନିଆକୁ ନିଜ ଅଦ୍ଭୁତ କାର୍‌ନାମା ଜରିଆରେ ଆଶ୍ଚର୍ଯ୍ୟଚକିତ କରିଦେଇଛନ୍ତି। ରୋମନ୍‌ ୟୁଟ୍ୟୁବ୍‌ରେ ଏବେ ଜଣେ…
Read More...

ଡମ୍ପର ଚକାତଳେ ଚାପିହୋଇ ବାଇକ୍‌ ଆରୋହୀ ମୃତ, ଡମ୍ପର ଜାଳି ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ବାଲେଶ୍ୱର/ବାହାର୍ଦ୍ଦା: ବଲେଶ୍ୱର ସିଂଲା ଥାନା ଅଧୀନ ସାର୍ଥା ଗ୍ରାମରେ ଏକ ଡମ୍ପର ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଉଛନ୍ତି ଏହି ଗ୍ରାମର ଜୟଦେବ ମଣ୍ଡଳ(୨୫)। ଆଜି ଦ୍ଵି-ପ୍ରହର ପ୍ରାୟ ଅଢେଇଟା ବେଳେ ଏହି ଘଟଣା ଘଟିଥିଲା। ଦୁର୍ଘଟଣା ପରେ ଡମ୍ପରର…
Read More...

ବଳକା ତେଲର ବ୍ୟବହାର କରୁଛନ୍ତି କି? ହୋଇପାରେ ଏହିସବୁ ରୋଗ

ଭାରତୀୟ ଖାଦ୍ୟରେ ତେଲର ଭୂମିକା ଯଥେଷ୍ଟ ଅଧିକ। ପକୁଡ଼ି ତିଆରିଠୁ ନେଇ ଛୁଙ୍କ ଲଗାଇବା ପର୍ଯ୍ୟନ୍ତ ସବୁଥିରେ ତେଲର ବ୍ୟବହାର ହୁଏ। ଏହା ଖାଦ୍ୟର ସ୍ବାଦ ଏବଂ ବାସ୍ନା ବଢ଼ାଇଥାଏ। ଅନେକଙ୍କ ଘରେ ଥରେ ବ୍ୟବହୃତ ତେଲ ବଳିଗଲେ ତାକୁ ବାରମ୍ବାର ବିଭିନ୍ନ ବ୍ୟଞ୍ଜନରେ ବ୍ୟବହାର କରିଥାନ୍ତି। କିନ୍ତୁ…
Read More...

ମାଉସୀ ଘରେ ମହାବାହୁ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନି ରଥ । ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ପରେ ଶେଷରେ କଳାଠାକୁରଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିଛି । ଭାବମୟ ପରିବେଶରେ ଘଣ୍ଟକାହାଳୀ…
Read More...

ପଦ ଛାଡିଲେ କଂଗ୍ରେସ ଯୁବରାଜ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ପଦ ଛାଡିଲେ ରାହୁଲ। କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ । ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଦଳୀୟ ସଭାପତି ପଦ ଛାଡିଛନ୍ତି ରାହୁଲ୍ । ଦଳୀୟ ସଭାପତି ପଦରୁ ଇସ୍ତଫା ଦେଇଥିବା ନେଇ ଟ୍ୱିଟରରେ ଜଣାଇବା ସହ ଏହି ପଦରୁ…
Read More...

‘ସମାଜ’ ପକ୍ଷରୁ ରକ୍ତଦାନ ଶିବିର

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ‘ସମାଜ’ର ପ୍ରତିଷ୍ଠାତା ତଥା ସ୍ବାଧୀନତା ସଂଗ୍ରାମୀ ଓ ସମାଜସେବୀ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୧ତମ ଶ୍ରାଦ୍ଧ ଦିବସ ଅବସରରେ ରାଜ୍ୟବ୍ୟାପୀ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ସମାଜ’ ଭୁବନେଶ୍ବର ସଂସ୍କରଣ…
Read More...

ରେକର୍ଡ କଲେ ରୋହିତ୍

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: କ୍ରିକେଟ୍ ଇତିହାସରେ ଏକ ନୂଆ କୀର୍ତ୍ତିମାନ ସ୍ଥାପନ କଲେ ରୋହିତ୍। ବିଶ୍ୱରେକର୍ଡ ରଚିଲେ ରୋହିତ ଶର୍ମା । ବର୍ମିଂହାମରେ ଖେଳାଯାଉଥିବା ବିଶ୍ୱକପର ୪୦ତମ ମ୍ୟାଚରେ ଧୂଆଁଧାର ବ୍ୟାଟିଂ କରିଛନ୍ତି ଭାରତର ଦୁଇ ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମା ।…
Read More...

ଭାରତ ଧରାଶାୟୀ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ଧରାଶାୟୀ ଭାରତ । ଆୟୋଜକ ଇଂଲଣ୍ଡ ଠାରୁ ଦଳ ୩୧ ରନରେ ପରାଜିତ ହୋଇଛି । ବର୍ମିଂହାମ ଏଜବାଷ୍ଟନ୍ ଗ୍ରାଉଣ୍ଡରେ ଆଜି ବଡ଼ ମୁକାବିଲା ଖେଳାଯାଇଥିଲା । ବିଶ୍ୱକପ୍ ଲଢ଼େଇରେ ଇଂଲଣ୍ଡ ଦେଇଥିବା ୩୩୮ ରନର ଟାର୍ଗେଟକୁ ପିଛା କରି ଶେଷରେ ପରାସ୍ତ ହୋଇଛି ଭାରତ । ରୋହିତ…
Read More...

ରଥଯାତ୍ରା ପାଈ ପ୍ରସ୍ତୁତି ବୈଠକ

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ନୀଳାଦ୍ରୀ ଭକ୍ତ ନିବାସଠାରେ ଏହି ବୈଠକରେ ରଥଯାତ୍ରାକୁ କଭଳି ଶାନ୍ତି ଶୃଙ୍ଖଳାର ସହ ସମାପନ କରାଯିବ ସେ ନେଇ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ଆଇନ୍, ଶକ୍ତି ଓ…
Read More...

ଉପସ୍ଥାପିତ ହେଲା ରାଜ୍ୟ ବଜେଟ୍

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ: ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବିଧାନ ସଭାରେ ବଜେଟ ଉପସ୍ଥାପିତ କରାଯାଇଛି । ପଞ୍ଚମ ପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ୧ ଲକ୍ଷ ୩୯ ହଜାର କୋଟି ଟଙ୍କାର ବଜେଟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ…
Read More...