ଭାଲେଣ୍ଟାଇନ୍ ଡେ’ରେ ପ୍ରେମୀ ଯୁଗଳ ଧରାପଡ଼ିଲେ ବିଛୁଆତି ବୋଳିବ କଳିଙ୍ଗ ସେନା
ଭୁବନେଶ୍ବର : ଭାଲେଣ୍ଟାଇନ ଡେରେ ଯୁବକ ଯୁବତୀଙ୍କୁ ଅଶ୍ଲୀଳ ଅବସ୍ଥାରେ ଦେଖିଲେ ସେମାନଙ୍କ ଦେହରେ ବିଛୁଆତି ଲଗାଇଦିଆଯିବ । କଳିଙ୍ଗ ସେନା ପକ୍ଷରୁ ଏହିପରି କଡା ଚେତାବନୀ ଦିଆଯାଇଛି ।ହାତରେ ବିଛୁଆତି ଧରି ପ୍ରେମ ଦିବସକୁ ହେବ ବିରୋଧ । ପ୍ରେମ ଦିବସରେ ଏକାଠି ହେଉଥିବା ପ୍ରେମୀଯୁଗଳଙ୍କ ଦେହରେ…
Read More...
Read More...