Breaking

ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ : ଦୁର୍ବୃତ୍ତଙ୍କ ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ

କଟକ: କଟକ ବାରଙ୍ଗ ଥାନା ଅନ୍ତର୍ଗତ ଗୋଡ଼ିସାହି ନେତଲ ଛକରେ ହୋଇଥିବା ଗୁଳିମାଡ଼ ଘଟଣାରେ ଆହତ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁନୀଲ ରଞ୍ଜନ ସାହୁ। ସେ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କର୍ମଚାରୀ। ଆଜି ସକାଳେ ୨ ଜଣ ଦୁର୍ବୃତ୍ତ ସୁନୀଲଙ୍କୁ ୩ ରାଉଣ୍ଡ ଗୁଳି କରି ଫେରାର ହୋଇ ଯାଇଥିଲେ।…
Read More...

ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁଙ୍କୁ ଚାପୁଡ଼ା ମାରିଲା ଦୁର୍ବୃତ୍ତ

ରାୟଗଡ଼ା : ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁଙ୍କୁ ପୁଣି ଅାକ୍ରମଣ। ରାୟଗଡ଼ା ଜିଲ୍ଲା କାଶୀପୁରର ଏକ ସଭାମଞ୍ଚରେ ତାଙ୍କୁ ସାଂଘାତିକ ମାଡ଼ ମରାଯାଇଛି। ଅାଉ ଅାକ୍ରମଣର ସେହି ଭିଡ଼ିଓକୁ ସୋସିଅାଲ୍ ମିଡ଼ିଆରେ ନିଜେ ଶେୟାର କରିଛନ୍ତି ଖାରବେଳ।କାଶୀପୁରରେ ଆକ୍ରମଣ ନେଇ ଖାରବେଳ ସ୍ଵାଇଁ ନିଜର…
Read More...

କୋଶଲଟାଇମ୍‌ ପକ୍ଷରୁ ନବକୃଷ୍ଣ ଚୌଧୁରୀ ଜୟନ୍ତୀ ପାଳିତ

ଭୁବନେଶ୍ୱର: ବରଗଡ଼ରୁ ପ୍ରକାଶିତ ପାକ୍ଷିକ ପତ୍ରିକା ‘କୋଶଲଟାଇମ’ ପକ୍ଷରୁ ୧୧୭ତମ ନବକୃଷ୍ଣ ଚୌଧୁରୀ ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଇଡ୍‌କଲ୍‌ ଅଡିଟୋରିୟମରେ ପାଳିତ ହୋଇଯାଇଛି। ସମ୍ପାଦକ ସଞ୍ଜୀବ ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ…
Read More...

ଶାହାରୁଖ୍‌ ଖାନ୍‌ଙ୍କୁ ଓଡିଶା ନ ଆସିବା ପାଇଁ ମିଳିଲା ଧମକ : ଓଡ଼ିଶା ଆସିଲେ ମୁହଁରେ ମାରିବୁ କାଳି

ଭୁବନେଶ୍ୱର : ବଲିଉଡ୍‌ର କିଙ୍ଗ ଖାନ୍‌ ଶାହାରୁଖ୍‌ଙ୍କୁ ଓଡ଼ିଶାରେ ପ୍ରବେଶ ନ କରିବା ପାଇଁ ଧମକ ଦିଆଯାଇଥିବା ଜଣାପଡ଼ିଛି । ଯଦି ସେ ଓଡ଼ିଶାରେ ପାଦ ରଖନ୍ତି,ତେବେ ତାଙ୍କ ସହ ଏପରି ବ୍ୟବହାର କରାଯିବ ଯାହା ସେ କେବେ ବି ଭାବି ନଥିବେ ବୋଲି ଧମକ ମିଳିଛି ।ଯଦି ଶାହାରୁଖ୍‌ ଓଡ଼ିଶା ଆସନ୍ତି ତେବେ…
Read More...

ଦାମଙ୍କ ନୂଆ ଦଳ : ନାମ ରହିଲା ବିଜୁ ସମତା କ୍ରାନ୍ତି ଦଳ

ଭୁବନେଶ୍ୱର:ବିଜେଡ଼ିରୁ ବିତାଡ଼ିତ ହେବା ପରେ ବରିଷ୍ଠ ନେତା ତଥା ପାରାଦୀପ ବିଧାୟକ ଡାକ୍ତର ଦାମୋଦର ରାଉତଙ୍କ ନୂଆ ଆଞ୍ଚଳିକ ଦଳ ଗଢ଼ିବା ନେଇ ହେଉଥିବା ଆଲୋଚନାର ଅନ୍ତ ଘଟିଛି। ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ଦାମ ନୂଆ ଦଳ ଗଠନ ନେଇ ସେ ଘୋଷଣା କରିଛନ୍ତି। ଦଳର ନାଁ ରହିଛି 'ବିଜୁ…
Read More...

ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରା

କଟକ: ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରା ଆରମ୍ଭ ହେଉଛି। ଏଥିପାଇଁ କଟକ କିଲ୍ଲା ପଡିଆ ଏବଂ ମହାନଦୀ ପଠାରେ ପ୍ରସ୍ତୁତି ଶେଷ ହୋଇଛି। ଆଜି ସଂଧ୍ୟାରେ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା, ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା ଓ ମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା ମିଳିତ ଭାବେ ଏହାକୁ ଉଦ୍‌ଘାଟନ…
Read More...

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ବିଭିନ୍ନ ସ୍ଥାନରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର(ସତ୍ୟଜିତ୍ ରାଉତ୍): ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ପ୍ରାଚୀନ ଉତ୍କଳର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଉଛି ସାରା ରାଜ୍ୟ। ଆଜି ଅନୁଷ୍ଠିତ ହେଉଛି ବୋଇତ ବନ୍ଦାଣ ବା ଡଙ୍ଗା ଭସା ଉତ୍ସବ। ଏହି ଗୌରବମୟ ଉତ୍ସବର ସ୍ମୃତିଚାରଣ କରୁଛନ୍ତି ରାଜ୍ୟବାସୀ। ପ୍ରତୀକ…
Read More...