ବିଜେପିରେ ଯୋଗ ଦେଲେ ପୂର୍ବତନ ଆଇଏଏସ୍ ଅଧିକାରୀ ଅପରାଜିତା ଷଡ଼ଙ୍ଗୀ
ଭୁବନେଶ୍ୱର/ନୂଆଦିଲ୍ଲୀ: ବିଜେପିରେ ସାମିଲ ହେଲେ ପୂର୍ବତନ ଆଇଏଏସ୍ ଅଧିକାରୀ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବାସଭବନରେ ଆଜି ସେ ପହଞ୍ଚି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି।
ଏହି ସମୟରେ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା,…
Read More...
Read More...