ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଆନ୍ତର୍ଜାତୀୟ ଯୋଗଦିବସ ପାଳିତ
ବିଶ୍ୱ ଯୋଗଦିବସ ଅବସରରେ ଭାରତୀୟ ଯୋଗ ସଂସ୍ଥାନ ତରଫରୁ ଭୁବନେଶ୍ୱର ସହିଦ୍ନଗର ସ୍ଥିତ ଇମଫା ପାର୍କଠାରେ ସ୍ବତନ୍ତ୍ର ଯୋଗ ଶିବିର ଆୟୋଜିତ କରାଯାଇଛି । ଯୋଗ କେବଳ ଏକ ଶାରିରୀକ ବ୍ୟାୟାମ ନୁହେଁ ବରଂ ଶରୀରକୁ ନୂତନ ଶକ୍ତି ଯୋଗାଣର ଆଧାର। ସାଂମ୍ପ୍ରତିକ ଚାପଗ୍ରସ୍ତ ଦୁନିଆରେ ଯୋଗର ମହତ୍ବ ଓ…
Read More...
Read More...