ଆଜି ୨୪ ବିଧାୟକଙ୍କୁ ମିଳିବ ଶ୍ରେଷ୍ଠ ବିଧାୟକ ସମ୍ମାନ
ଭୁବନେଶ୍ୱର :ଆଜି ଓଡ଼ିଶା ବିଧାନସଭା ପକ୍ଷରୁ ଶ୍ରେଷ୍ଠ ବିଧାୟକ ପୁରସ୍କାର ବିତରଣ ଉତ୍ସବର ଆୟୋଜନ କରାଯାଇଛି।ଏହି ମର୍ମରେ ୩ଟି ବର୍ଗର ପୁରସ୍କାର (ପଣ୍ଡିତ ନୀଳକଣ୍ଠ ସମ୍ମାନ, ଉତ୍କଳମଣି ଗୋପବନ୍ଧୁ ସମ୍ମାନ ଓ ଉତ୍କଳ ଗୌରବ ମଧୁସୂଦନ ସମ୍ମାନ)ର ତାଲିକା ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି।…
Read More...
Read More...