ଚିରନିଦ୍ରାରେ ବରିଷ୍ଠ ଓଡ଼ିଆ ସିନେ ଅଭିନେତା ଦେବୁ ବୋଷ
ଭୁବନେଶ୍ୱର: ବରିଷ୍ଠ ଅଭିନେତା ଦେବୁ ବୋଷଙ୍କ ଦେହାନ୍ତ ହୋଇଛି । ୭୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଦେବୁ ବୋଷ । ଗତ କିଛି ମାସ ହେବ ସେ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ । ଦେବୁ ବୋଷଙ୍କ ବିୟୋଗରେ ଓଲିଉଡରେ ଶୋକର ଛାୟା ଖେଳି ଯାଇଛି ।୧୯୪୨ ମସିହା ଡିସେମ୍ବର ୨ ରେ…
Read More...
Read More...