Breaking

ଆସନ୍ତା ୨୧ରେ ଉଦ୍‌ଘାଟନ ହୋଇପାରେ ଝାରସୁଗୁଡ଼ା ବିମାନବନ୍ଦର

ଝାରସୁଗୁଡ଼ା: ଆସନ୍ତା ୨୧ତାରିଖରେ ଉଦ୍‌ଘାଟନ ହୋଇପାରେ ବହୁପ୍ରତୀକ୍ଷିତ ଝାରସୁଗୁଡ଼ା ବିମାନବନ୍ଦର। ଅଗଷ୍ଟ ୨୧ରେ ଏହାର ଉଦ୍‌ଘାଟନ ହେବାର ସମ୍ଭାବନା ଥିବା ଏୟାରପୋର୍ଟ ନିର୍ଦ୍ଦେଶକ ଏସ୍.କେ ଚୌହାନ ସୂଚନା ଦେଇଛନ୍ତି। ତେବେ ଏନେଇ ସେ କୌଣସି ବିଧିବଦ୍ଧ ଚିଠି ପାଇନଥିବା ମଧ୍ୟ ସ୍ପଷ୍ଟ…
Read More...

ଆଜିଠୁ ବଢ଼ିଲା କୋଣାର୍କ ସୂର୍ଯ୍ୟମନ୍ଦିରରେ ପ୍ରବେଶ ଶୁଳ୍କ

କୋଣାର୍କ: କୋଣାର୍କ ସୂର୍ଯ୍ୟମନ୍ଦିରର ପ୍ରବେଶ ଶୁଳ୍କ ବୃଦ୍ଧିକୁ ନେଇ ପ୍ରତିବାଦ। ହୋଇଛି। ଆଜିଠାରୁ ସାଧାରଣ ଦର୍ଶକଙ୍କ ଲାଗି ଏଣ୍ଟ୍ରି ଫି ୩୦ରୁ ୪୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ବିଦେଶୀମାନଙ୍କ ଲାଗି ପ୍ରବେଶ ଶୁଳ୍କ ୫ ଶହରୁ ବୃଦ୍ଧି କରାଯାଇ ୬ଶହ ଟଙ୍କା କରାଯାଇଛି। ବର୍ଦ୍ଧିତ…
Read More...

ବିଶ୍ୱର ଏକ ନମ୍ବର ଟେଷ୍ଟ୍‌ ବ୍ୟାଟସ୍‌ମ୍ୟାନ୍‌ ମାନ୍ୟତା ପାଇଲେ ବିରାଟ କୋହଲି

ମୁମ୍ବାଇ: ଟିମ୍ ଇଣ୍ଡିଆ କ୍ୟାପ୍ଟେନ୍‌ ବିରାଟ କୋହଲି ବିଶ୍ୱର ଏକ ନମ୍ବର ଟେଷ୍ଟ ବ୍ୟାଟସ୍‌ମ୍ୟାନ୍‌ ମାନ୍ୟତା ପାଇଛନ୍ତି। ଏନେଇ ଇଣ୍ଟରନ୍ୟାସନାଲ କ୍ରିକେଟ କାଉନସିଲ୍‌ (ଆଇସିସି) ପକ୍ଷରୁ ସୂଚନା ଦିଆଯାଇଛି। ୯୩୪ ପଏଣ୍ଟ ସହ କୋହଲି ଏହି ସ୍ଥାନ ଅଧିକାର କରିଛନ୍ତି। ପୂର୍ବତନ ଅଷ୍ଟ୍ରେଲିଆ…
Read More...

ମାଛର ଦାମ୍ ୫ଲକ୍ଷ ୫୦ହଜାର ଟଙ୍କା

ମୁମ୍ବାଇ: ମାଛର ଦାମ୍ ୫ଲକ୍ଷ ୫୦ହଜାର ଟଙ୍କା। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ। ମୁମ୍ବାଇ- ପଲ୍‌ଘର ସମୂଦ୍ରକୂଳ ଅଂଚଳରୁ ଏକ ମାଛ ଧରାଯାଇଛି। ପଲ୍‌ଘର ଅଂଚଳର ଦୁଇ ମତ୍ସଜୀବୀ ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ବେଳେ ୩୦କେଜି ଓଜନର ଏକ ମାଛ ଜାଲରେ ପଡିଥିଲା। ଏହା ପରେ ଦୁଇ ମତ୍ସଜୀବୀଙ୍କ…
Read More...

କଣ ସତରେ କିୟାରା ଏବଂ ସଦ୍ଧାର୍ଥ କରୁଛନ୍ତି ଡ଼େଟ୍ ?

ମୁମ୍ବାଇ : ପ୍ରାୟ ସବୁବେଳେ ବିଟାଉନରେ ଅଭିନେତ୍ରୀ ଏବଂ ଅଭିନେତାଙ୍କ ନେଇ ବିଭିନ୍ନ ପ୍ରକାରର ଖବର। ଏବେ କିୟାରା ଆଡଭାଣିଙ୍କୁ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ଡେଟ୍ କରୁଥିବା ଖବର ଆସିଛି। ଯାହାକୁ ନେଇ ଏବେ ବିଟାଉନରେ ଚର୍ଚ୍ଚା ଜୋର ଧରିଛି । ବିଭିନ୍ନ ପାର୍ଟି ଫଙ୍କସନ୍ରେ ଏହି ଯୋଡିକୁ…
Read More...

ଆସୁଛି ସରଫରୋସର ସିକ୍ବେଲ : ସିନେମାରେ ଆମୀରଙ୍କ ସ୍ଥାନ ନେବେ ଏହି ଅଭିନେତା

୧୯୯୯ ମସିହାରେ ରିଲିଜ ହୋଇଥିବା ସୁପରହିଟ ଫିଲ୍ମ ସରଫରୋସର ସିକ୍ବେଲ ହେବାକୁ ଯାଉଛି। ସରଫରୋସ୍ ଫିଲ୍ମରେ ଦେଖିବାକୁ ମିଳିଥିଲା ବଲିଉଡ଼ର ମିଷ୍ଟର ଫରଫେକ୍ଟନିଷ୍ଟ ଆମୀର ଖାନଙ୍କର ଦମଦାର ଅଭିନୟ। ଏବେ ଏହାର ସିକ୍ବେଲ ନିର୍ମାଣ ପାଇଁ ଚିନ୍ତା କରାଯାଉଛି। ଏହା ବିଷୟରେ ଟ୍ବିଇଟ୍ ଜରିଆରେ ସୂଚନା…
Read More...

ଖୁବ୍ ଶୀଘ୍ର ପରଦାକୁ ଆସିବ ସାନିଆ ମିର୍ଜାଙ୍କ ବାୟୋପିକ୍

ମୁମ୍ବାଇ : ବାୟୋପିକ୍ ତାଲିକାରେ ଏବେ ସାମିଲ ହେବାକୁ ଯାଉଛନ୍ତି ସାନିଆ ମିର୍ଜା। ଆଜ୍ଞା ହଁ ,ବଲିଉଡରେ ଖୁବ ଶୀଘ୍ର ନଜର ଆସିବେ ଟେନିସ ପ୍ଲେୟାର ସାନିଆ ମିର୍ଜା। ଫିଲ୍ମ ନିର୍ମାତା ରୋନି ସ୍କ୍ରେଓ୍ଵାଲା ସାନିଆଙ୍କ ବାୟୋପିକ ନିର୍ମାଣ କରୁଥିବା ନେଇ ବିଟାଉନରେ ଚର୍ଚ୍ଚା ଜୋର ଧରିଛି। ନିକଟରେ…
Read More...

କଟକର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଲେ ଅରବିନ୍ଦ ଅଗ୍ରୱାଲ

କଟକ : ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅରବିନ୍ଦ ଅଗ୍ରୱାଲ । ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ପହଞ୍ଚିବା ପରେ କର୍ମଚାରୀମାନେ ତାଙ୍କୁ ସ୍ୱାଗତ କରିଥିଲେ । ପୂର୍ବତନ ଜିଲ୍ଲାପାଳ ସୁଶାନ୍ତ ମହାପାତ୍ରଙ୍କ ଠାରୁ ଅରବିନ୍ଦ ଅଗ୍ରୱାଲ ଦାୟିତ୍ୱ ନେଇଛନ୍ତି । ଏହାପରେ ସେ କହିଛନ୍ତି…
Read More...

ଖାଲି ସ୍ବାଦରେ ନୁହେଁ ଶରୀର ପାଇଁ ମଧ୍ୟ ବହୁ ଲାଭଦାୟକ ରସଗୋଲା

ସ୍ବାଦିଷ୍ଟ ମିଠା ଅନେକ ପ୍ରକାରର ରହିଥିଲେ ମଧ୍ୟ ରସଗୋଲା ସବୁଠାରୁ ଭିନ୍ନ। ସାଧାରଣତଃ ରସଗୋଲା ସମସ୍ତଙ୍କୁ ବହୁତ ପସନ୍ଦ ରହିଥାଏ। କିନ୍ତୁ ମିଠା ନାଁ ଶୁଣିବା ମାତ୍ରେ ଶରୀର ପ୍ରତି ସଜାଗ ବ୍ୟକ୍ତି ଏହା ଖାଇବାକୁ ପସନ୍ଦ କରିନଥାନ୍ତି। ଆଜି ଆମେ ରସଗୋଲା ପ୍ରେମୀଙ୍କ ପାଇଁ ଆଣିଛୁ ଖୁସି ଖବର।…
Read More...

ସକାଳୁ ଉଠି କରନ୍ତୁ ଏହି କାମ , ମସ୍ତିଷ୍କ ହୋଇଯିବ କମ୍ପୁଟରରୁ ଅଧିକ ତୀବ୍ର

ମସ୍ତିଷ୍କ ଆମ ଶରୀରର ଏପରି ଏକ ଅଙ୍ଗ ଯାହା ସବୁବେଳେ କାମ କରିଥାଏ। ଏହା ଆମର ସଂପୂର୍ଣ୍ଣ ଶରୀରକୁ ନିୟନ୍ତ୍ରିତ କରିବା ସହ ଦିନର ସମସ୍ତ କଥାକୁ ମନେ ରଖିଥାଏ। କିନ୍ତୁ କିଛି କାରଣ ବଶତଃ ହଠାତ୍ ଆମେ କଥା ଭୁଲିବାରେ ଲାଗୁ ଏବଂ ମସ୍ତିଷ୍କ କମ୍ କାମ କରିବା ଆରମ୍ଭ ହୋଇଥାଏ। ଏହା ଦ୍ବାରା ଦୈନନ୍ଦିନ…
Read More...