Breaking

ସମାଜମଙ୍ଗଳ ହୁଣ୍ଡିଦାନ କାର୍ଯ୍ୟକ୍ରମ ଓ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଏ ମାଟିକୁ ନମସ୍କାର ସଙ୍ଗୀତ ରିଲିଜ

କର୍କଟ ପିଡୀତଙ୍କ ଉଦେଶ୍ୟରେ ପ୍ରତିଷ୍ଠା କରାଯାଇଥିବା ସମାଜମଙ୍ଗଳ ହୁଣ୍ଡିର ହୁଣ୍ଡିଦାନ କାର୍ଯ୍ୟକ୍ରମ ଉତ୍କଳ ସାମ୍ବାଦିକ ସଙ୍ଘ" ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଛି । ସମାଜମଙ୍ଗଳ ହୁଣ୍ଡିର ପ୍ରତିଷ୍ଠାତା ବାପୁ ଓଝାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ ମଧ୍ୟ ବିଧାୟକ ଶ୍ରୀଯୁକ୍ତ ଅନନ୍ତ…
Read More...

ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ରେ ‘ଖୁସିୟୋଁ କା ତ୍ୟୋହାର’ ପୁରସ୍କାର ବିତରଣ ଉତ୍ସବ

- ନିରୋଜ ନାୟକଙ୍କୁ ହିରୋ ପ୍ଳେଜର ପୁରସ୍କାର - ୧୫ ଗ୍ରାହକଙ୍କୁ ସୁନା ମୁଦ୍ରା, ୪୫ ଜଣଙ୍କୁ ରୂପା ମୁଦ୍ରା ପ୍ରଦାନ ଭୁବନେଶ୍ୱର : ପାର୍ବଣ ଅବସରରେ ଉତ୍କଳ କନିକା ଗ୍ୟାଲେରିଆ ମଲ୍ ଏବଂ ଏଚ୍‌ଡ଼ିଏଫ୍‌ସି ବ୍ୟାଙ୍କର ମିଳିତ ଆନୁକୂଲ୍ୟରେ ମଲ୍ ପରିସରରେ ଆରମ୍ଭ ହୋଇଥିବା ‘ଖୁସିୟୋଁ କା…
Read More...

ଜୀ ସାର୍ଥକର ନୂଆ ଓଡିଆ ଚଳଚ୍ଚିତ୍ର ‘ପାରି କରିବେ ଭୋଳା ଶଙ୍କର’ର ଅଡିଓ ରିଲିଜ

ଭୁବନେଶ୍ବର: ଓଡିଆ ଦର୍ଶକଙ୍କୁ ପୁଣି ଗୋଟିଏ ସିନେମା ଭେଟି ଦେଉଛି ଜୀ ସାର୍ଥକ । ଆସନ୍ତା ନଭେମ୍ବରରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ସିନେମା ‘ପାରି କରିବେ ଭୋଳା ଶଙ୍କର’ । ଆଜି ଭୁବନେଶ୍ୱରର ଏକ ତାରକା ହୋଟେଲରେ ଏହାର ଅଡିଓ ରିଲିଜ ହୋଇଛି । ସିନେମାରେ ତିନିଟି ଗୀତ ରହିଥିବା ବେଳେ ଗୀତ…
Read More...

ନୂଆ ଶୈଳୀ ରେ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ର ପ୍ରଚାର

ଭୁବନେଶ୍ବର: ଓଡ଼ିଆ ସିନେପ୍ରେମୀଙ୍କ ପାଇଁ ଖୁସି ଖବର l ଅଭିନେତା ବାବୁଶାନ୍ ତାଙ୍କ ପ୍ରଶଂସକଙ୍କୁ ଭେଟି ଦେବାକୁ ଯାଉଛନ୍ତି ଚଳଚ୍ଚିତ୍ର ‘ଦମନ’ l କରୋନା କାରଣରୁ ଦୁଇବର୍ଷ ହେଲା ବଡ ବଜେଟ୍‌ର ଓଡ଼ିଆ ସିନେମା ପ୍ରେକ୍ଷାଳୟକୁ ପ୍ରାୟ ଆସି ନ ଥିଲା l ପରିସ୍ଥିତି ସୁଧୁରିବା ପରେ ଓଡ଼ିଆ ସିନେମା…
Read More...

ଓଡ଼ିଆ ସିନେମା ବଞ୍ଚାଅ ଅଭିଯାନ ନୀରବ ପଦଯାତ୍ରା ୧୧ ଦିନରେ ପହଞ୍ଚିଲା

ଭୁବନେଶ୍ବର: ଓଲିଉଡ଼ ପ୍ରଯୋଜକଙ୍କ ନୀରବ ପଦଯାତ୍ରା ଆଜି ୧୧ ଦିନରେ ପହଞ୍ଚିଥିବା ବେଳେ ଆଜି ସିନେ କଳାକାରଙ୍କ ବ୍ୟତୀତ ସିନେପ୍ରେମୀ ଦର୍ଶକଙ୍କର ସହଯୋଗ ମଧ୍ୟ ବଢିବାରେ ଲାଗିଛି l ଏହାର ଏକମାତ୍ର କାରଣ କିଛି ପ୍ରଯୋଜକ ଅଣଓଡ଼ିଆ ସିନେମାକୁ କପି କରି ସିନେମା ନିର୍ମାଣ କରି ଓଲିଉଡ଼ ର ଅସ୍ଥିତ୍ୱ…
Read More...