ସ୍କୁଲ ଖୋଲିଲା, ପିଲାଙ୍କ ଖୁସିରେ ମୁଁ ବି ବହୁତ ଖୁସି – ମୁଖ୍ୟମନ୍ତ୍ରୀ
ପ୍ରାୟ ଦୁଇ ବର୍ଷ ପରେ ଆଜି ରାଜ୍ୟରେ ସ୍କୁଲ ଖୋଲିଛି। ଅଷ୍ଟମ ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଥିବା ବେଳେ ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ୧୪ ତାରିଖରେ ଖୋଲିବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପିଲାମାନଙ୍କୁ ଏକ ବାର୍ତ୍ତା ଦେଇ କହିଛନ୍ତି ଯେ,…
Read More...
Read More...