ପାଇଖାନା ଟାଙ୍କି ଖୋଳୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଘରମାଲିକ ଓ ଶ୍ରମିକଙ୍କ ଜୀବନ ଗଲା
ଓଡିଶା ନ୍ୟୁଜ ଟୁଡ଼େ ବ୍ୟୁରୋ :
ପାଇଖାନା ଟାଙ୍କି ଖୋଳୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ଓ ଜଣେ ଶ୍ରମିକ ଅଛନ୍ତି। ଶ୍ରମିକଙ୍କୁ ବଞ୍ଚାଇବାକୁ ଯାଇ ସେନା କର୍ମଚାରୀଙ୍କ ମୃତ୍ୟୁ ହୋଇଛି। କନ୍ଧମାଳ ଜିଲ୍ଲା ପିଟବାରି…
Read More...
Read More...