Breaking

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0

ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଆସନ୍ତା ୨୪ ତାରିଖରେ ଖୋର୍ଦ୍ଧାରେ ଆୟୋଜିତ ବିଶାଳ ଜନ ସମାବେଶରେ ପ୍ରଧାନମନ୍ତ୍ରୀ ମୋଦି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଗସ୍ତ ନେଇ ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂ ଆଜି ଏହି ସୂଚନା ଦେଇଛନ୍ତି।ଏଥିସହ ଆଗାମୀ ଦିନରେ ବିଜେପିରେ ରାଜ୍ୟର ବହୁ ପ୍ରମୁଖ ନେତା ସାମିଲ ହେବା ନେଇ ମଧ୍ୟ ସେ ସୂଚନା ଦେଇଛନ୍ତି।

loading...

Leave A Reply

Your email address will not be published.