ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୋଦୀ ସମ୍ବଲପୁରରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେଇ ସାଧାରଣ ଜନତାଙ୍କୁ ସମ୍ବୋଧିତ କରିବେ। ଏହା ପରେ ସେ ଭୁବନେଶ୍ୱରରେ ରୋଡ ସୋ’ ଏବଂ ସଭା କରିବେ।ପିଏମ ମୋଦୀ ୧୬ ତାରିଖ ଦିନ ସକାଳ ୧୧ଟାରେ ସମ୍ବଲପୁର ଜିଲ୍ଲା ହିରାକୁଦ ରୋଡ ଲୋରପଙ୍କ ଠାରେ ପହଂଚି ବିଜୟ ସଂକଳ୍ପ ସମାବେଶରେ ଉଦବୋଧନ ଦେବା ସହିତ ସନ୍ଧ୍ୟାରେ ଭୁବନେଶ୍ଵରରେ ରୋଡ୍ ଶୋ କରିବେ । ଏହି ରୋଡ ସୋ ବିମାନବନ୍ଦରରୁ ବାହାରି ଏୟାରପୋର୍ଟ ଛକ, ଗଙ୍ଗନଗର ଛକ, ଓୟୁଏଟି ଛକ ଏବଂ ଶିରିପୁର ଛକ ଦେଇ ସିଟି ଓମେନ୍ସ କଲେଜ ପାଖରେ ଥିବା ବାମ ପାଶ୍ୱର୍ ବୁଲି ବରମୁଣ୍ଡା ଶିବ ମନ୍ଦିର ଦେଇ ବରମୁଣ୍ଡା ପଡିଆରେ ପହଂଚିବ । ଏହି ରୋଡ ସୋ ପରେ ବରମୁଣ୍ଡା ପଡିଆରେ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଯୋଗଦେଇ ଉଦବୋଧନ ଦେବେ । ଆଜି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।
Breaking
This World Heart Day: How Personalized Medicine is Shaping the Future of Bad Cholesterol Treatment୨୯ରୁ ଟ୍ୱିନ ସିଟିର ସବୁଠାରୁ ବଡ ନବରାତ୍ରି ସେଲିବ୍ରେଶନ ‘ଦାଣ୍ଡିଆ କାର୍ଣ୍ଣିଭାଲNavadarshan Reflection Ceremony 2025: Paving the Way for an Inclusive & Viksit OdishaCoca-Cola India Strengthens Odisha’s Retail Ecosystem Through Training and Infrastructure SupportBMPS TAKSHILA SCHOOL – AVISHKAAR