Breaking

ପୁରୀରେ ପାଣ୍ଡିଆନ

0

ପୁରୀରେ ପହଞ୍ଚିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍। ପବିତ୍ର ବସନ୍ତ ପଞ୍ଚମୀ ଅବସରରେ ୫ଟି ସଚିବ ଭି.କେ. ପାଣ୍ଡିଆନ୍ ସପରିବାର ଶ୍ରୀମନ୍ଦିର ଯାଇ ରତ୍ନସିଂହାସନରେ ଶ୍ରୀଜିଉଙ୍କ ଦର୍ଶନ କରି ଫେରିଛନ୍ତି । ଏହାସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି ।ସୂଚନାନୁଯାୟୀ , ଏହା ପରେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ ୫ଟି ସଚିବ। ସିଂହଦ୍ଵାର ଠାରୁ ଆରମ୍ଭ କରି ଉତ୍ତର ଦ୍ୱାର ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟର ଅନୁଧ୍ୟାନ କରିବା ସହ ଏ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିବା ସୂଚନା ମିଳିଛି ।

loading...

Leave A Reply

Your email address will not be published.