Breaking

ପ୍ରବଳ ବର୍ଷିବ

ପାଣିପାଗ ବିଭିଗର ରେଡ୍ ଓ୍ବାର୍ଣି

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ୫ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ଗୁଡ଼ିକ ରହିଛି ।

loading...

Leave A Reply

Your email address will not be published.