ଭୁବନେଶ୍ବର: କାଲି ଓଡ଼ିଶା ଆସିବେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର । କଳିଙ୍ଗ ଷ୍ଟାଡିୟମରେ ହକି ବିଶ୍ୱକପର ଉଦଯାପନୀ ଉତ୍ସବରେ ଯୋଗ ଦେବେ ମାଷ୍ଟର ବ୍ଲାଷ୍ଟର । ଏ ନେଇ ସଚିନ ଟ୍ଵିଟ୍ କରି ସୂଚନା ଦେଇଛନ୍ତି । ଏଥିସହ ସେ ହକି ବିଶ୍ୱକପ୍ର ବିଶ୍ବସ୍ତରୀୟ ଅାୟୋଜନ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ହକି ଇଣ୍ଡିଅାକୁ ଅଭିନନ୍ଦନ ଜଣାଇଛନ୍ତି। ଟୁଇଟରେ ସଚିନ୍ ଲେଖିଛନ୍ତି- ‘ମୁଁ ଆସନ୍ତାକାଲି କଳିଙ୍ଗ ଷ୍ଟାଡିୟମ୍ ଅାସୁଛି। ସେଠାରେ ଦେଖାହେବ!’
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’