Breaking

ସପ୍ତାହେ ବଢିଲା ଖରାଛୁଟି

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ଆସନ୍ତା ୨୫ ତାରିଖ ଯାଏଁ ବଢିଲା ଖରାଛୁଟି ।ରାଜ୍ୟର ସମସ୍ତ ସ୍କୁଲ ଆସନ୍ତା ୨୫ ତାରିଖ ଯାଏଁ ଛୁଟି ରହିବ ଓ ୨୬ ତାରିଖରେ ଖୋଲିବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର । ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତିି ନିଆଯାଇଛି । ଜୁନ୍ ୨୫ ତାରିଖ ଯାଏଁ ଖରାଛୁଟିକୁ ବୃଦ୍ଧି କରାଯାଇଥିବା ସ୍ପଷ୍ଟ କରିଛନ୍ତି ସରକାର ।

loading...

Leave A Reply

Your email address will not be published.