Breaking

ବଦଳିଲା ନିଷ୍ପତ୍ତି । ଆସନ୍ତା କାଲି ଖୋଲିବ ସ୍କୁଲ

0

ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:

ଆସନ୍ତାକାଲିଠୁ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ । ସ୍କୁଲ ଓ ଗଣଶିକ୍ଷା ବିଭାଗ ଖରାକୁ ଦେଖି ଆସନ୍ତା ୨୫ ତାରିଖ ଯାଏଁ ସ୍କୁଲ ଛୁଟି ଘୋଷଣା କରିଥିଲେ । ତେବେ ପାଗରେ ପରିବର୍ତ୍ତନ ଯୋଗୁଁ ନିଷ୍ପତି ବଦଳାଇଛନ୍ତି ରାଜ୍ୟ ସରକାର । ଆସନ୍ତାକାଲିଠାରୁ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ । ଖରାଦିନ ଛୁଟି ବଢାଇବା ନିଷ୍ପତି ବଦଳାଇଛନ୍ତି ରାଜ୍ୟ ସରକାର । ୨୬ବଦଳରେ ଜୁନ୍ ୨୧ ଅର୍ଥାତ ଆସନ୍ତାକାଲି ସ୍କୁଲ ଖୋଲିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ।

loading...

Leave A Reply

Your email address will not be published.