Breaking

ପ୍ରବଳ ବର୍ଷା ଯୋଗୁଁ ଆସନ୍ତାକାଲି ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର

0

ଭୁବନେଶ୍ୱର:ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ର ଛୁଟି କରିବାକୁ ଆଦେଶ ଦେଇଛନ୍ତି। ପିଲାଙ୍କ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛୁଟି ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଦେଶ ଅନୁସାରେ ଭୁବନେଶ୍ୱରରେ ସମସ୍ତ ସ୍କୁଲ ବନ୍ଦ ରହିବ। ଜିଲ୍ଲାମାନଙ୍କରେ ସ୍କୁଲ ବନ୍ଦ ରହିବ ନା ନାହିଁ, ସେହି ନିଷ୍ପତ୍ତି ଜିଲ୍ଲାପାଳମାନେ ନେବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

loading...

Leave A Reply

Your email address will not be published.