କଟକ: ଓଡିଶାରେ ଆଜି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ କଟକର ବୋଲି ଜଣାପଡ଼ିଛି। ଏନେଇ ଓଡିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ସମ୍ପୃକ୍ତ ବ୍ୟକ୍ତି ଜଣକ ଦିଲ୍ଲୀରୁ ଫେରିଥିବା ସୂଚନା ମିଳିଛି। ଏହି ଘଟଣା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି।କଟକରେ କରୋନା ରୋଗୀ ଚିହ୍ନଟ ହେବାପରେ କଟକକୁ ଲକଡାଉନ୍ କରିଦିଆଯାଇଛି । ଭୁବନେଶ୍ୱର ଓ ଭଦ୍ରକ ପରେ କଟକକୁ ୪୮ ଘଂଟା ପାଇଁ ସଟଡାଉନ୍ କରିଦିଆଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ତ୍ୱରିତ ପଦକ୍ଷେପ ନିଆଯାଇଛି ।
Breaking
ପଟିଆରେ ଖୋଲିଲା ରୋଜ୍ ଟ୍ରାନ୍ସଫରମେସନ୍ଜଗନ୍ନାଥ ହେଉଛନ୍ତି ଆମର ଅସ୍ମିତା – ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ବତୀ ମହାରାଜApollo Hospitals, Bhubaneswar Launches Comprehensive Liver Transplant Programପ୍ରବାସୀ ଭାରତୀୟ ଦିବସ ୨୦୨୫ରେ ଝଲସିଲା ମହିଳା ସଶକ୍ତିକରଣବୟୋଜ୍ୟେଷ୍ଠ, ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ, ଆଦର ଦେଉଥିବା ସମାଜ ହେଉଛି ଏକ ଆଦର୍ଶ ସମାଜ- ମୁଖ୍ୟମନ୍ତ୍ରୀ