ଲକ୍ଷ୍ନୌ: ଆମେଠିର ନର୍ବନିର୍ବାଚିତ ଭାଜପା ଏମ୍ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା କରାଯାଇଛି। ଏହାକୁ ନେଇ ରାଜନୀତି ଜୋର ଧରିଥିବାବେଳେ ତାଙ୍କ ପରିବାରକୁ ଭେଟିଛନ୍ତିି ସ୍ମୃତି ଇରାନୀ। ସେ ସୁରେନ୍ଦ୍ରଙ୍କ ମୃତଦେହକୁ କାନ୍ଧେଇ ଗାଁ ମଶାଣିକୁ ନେଇଛନ୍ତି। ନିର୍ବାଚନବେଳେ ସ୍ମୃତି ଇରାନୀଙ୍କ ପ୍ରଚାରରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ସୁରେନ୍ଦ୍ର ଶନିବାର ବିଳମ୍ବିତ ରାତିରେ ସୁରେନ୍ଦ୍ର ତାଙ୍କ ଘର ବାହାରେ ଶୋଇଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଗୁଳି କରି ହତ୍ୟା କରିଥିଲେ। ଗ୍ରାମରେ ଅସନ୍ତୋଷଜନକ ପରିସ୍ଥିତିକୁ ଦୃଷ୍ଟିରେ ରଖି ବହୁ ସଂଖ୍ୟାରେ ସୁରକ୍ଷା ବାହିନୀ ନିୟୋଜିତ ହୋଇଛନ୍ତି । ଏହି ଘଟଣା ପରେ ପୁଲିସ ବହୁ ସନ୍ଦିଗ୍ଧଙ୍କୁ ଗିରଫ କରିଛି ।
Breaking
ୟୁନେସ୍କୋ ଏବଂ ଆଇ.ଆଇ.ଏମ୍.ଟି. ମିଳିତ ସହଯୋଗରେ ଆଲୋଚନା ଚକ୍ରରେଡ଼୍ ସ୍ୱସ୍ତିକ୍ ପକ୍ଷରୁ ୧୫ ଜଣ ଦିବ୍ୟାଙ୍ଗଙ୍କୁ ହ୍ୱିଲ୍ ଚେୟାର ବଣ୍ଟନଆଚାର୍ଯ୍ୟ ହରିହର କନିଷ୍ଠ ମହାବିଦ୍ୟାଳୟ ଏବଂ ଆଇ.ଆଇ.ଏମ୍.ଟିର ମିଳିତ ଆନୁକୁଲ୍ୟରେ ଆଲୋଚନା ଚକ୍ରଆର ଆଇ ଇଟି ଆନ୍ତର୍ଜାତୀୟ ବିଦ୍ୟାଳୟରେ ଜ୍ଞାନ ବିଜ୍ଞାନ ମେଳାExxonMobil elevates India’s motorsports scene by powering first F4 Championship and Season 2 of Indian Racing League