ଭୁବନେଶ୍ୱର:ଛାତ୍ର ସଂସଦ ନିର୍ବାଚନରେ ସାମୁଦ୍ରିକ ଝଡ଼ ‘ତିତ୍ଲି’ ବାଧା ସୃଷ୍ଟି କରିଛି । ବାତ୍ୟାର ପ୍ରଭାବ ପଡ଼ିବାକୁ ଥିବା ଜିଲ୍ଲାରେ ୧୧ ଓ ୧୨ ତାରିଖ ଦୁଇ ଦିନ ଯାଏ ସ୍କୁଲ ଓ କଲେଜଗୁଡ଼ିକୁ ବନ୍ଦ ରଖିବାକୁ ଘୋଷଣା କରାଯାଇଥିଲା । ଆସନ୍ତାକାଲି ଛାତ୍ର ସଂସଦ ନିର୍ବାଚନ ହୋଇଥାନ୍ତା । କିନ୍ତୁ ବାତ୍ୟା ଭୟଙ୍କର ରୂପ ନେଉଥିବାରୁ ସରକାର ନିର୍ବାଚନକୁ ବନ୍ଦ ରଖିବା ଲାଗି ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟାକୁ ନେଇ ସମୀକ୍ଷା ବୈଠକ କରିବା ପରେ ଏ ସମ୍ପର୍କରେ ଘୋଷଣା କରାଯାଇଛି ।
Breaking
ପଟିଆରେ ଖୋଲିଲା ରୋଜ୍ ଟ୍ରାନ୍ସଫରମେସନ୍ଜଗନ୍ନାଥ ହେଉଛନ୍ତି ଆମର ଅସ୍ମିତା – ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ବତୀ ମହାରାଜApollo Hospitals, Bhubaneswar Launches Comprehensive Liver Transplant Programପ୍ରବାସୀ ଭାରତୀୟ ଦିବସ ୨୦୨୫ରେ ଝଲସିଲା ମହିଳା ସଶକ୍ତିକରଣବୟୋଜ୍ୟେଷ୍ଠ, ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ, ଆଦର ଦେଉଥିବା ସମାଜ ହେଉଛି ଏକ ଆଦର୍ଶ ସମାଜ- ମୁଖ୍ୟମନ୍ତ୍ରୀ