ଭୁବନେଶ୍ୱର:ଛାତ୍ର ସଂସଦ ନିର୍ବାଚନରେ ସାମୁଦ୍ରିକ ଝଡ଼ ‘ତିତ୍ଲି’ ବାଧା ସୃଷ୍ଟି କରିଛି । ବାତ୍ୟାର ପ୍ରଭାବ ପଡ଼ିବାକୁ ଥିବା ଜିଲ୍ଲାରେ ୧୧ ଓ ୧୨ ତାରିଖ ଦୁଇ ଦିନ ଯାଏ ସ୍କୁଲ ଓ କଲେଜଗୁଡ଼ିକୁ ବନ୍ଦ ରଖିବାକୁ ଘୋଷଣା କରାଯାଇଥିଲା । ଆସନ୍ତାକାଲି ଛାତ୍ର ସଂସଦ ନିର୍ବାଚନ ହୋଇଥାନ୍ତା । କିନ୍ତୁ ବାତ୍ୟା ଭୟଙ୍କର ରୂପ ନେଉଥିବାରୁ ସରକାର ନିର୍ବାଚନକୁ ବନ୍ଦ ରଖିବା ଲାଗି ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟାକୁ ନେଇ ସମୀକ୍ଷା ବୈଠକ କରିବା ପରେ ଏ ସମ୍ପର୍କରେ ଘୋଷଣା କରାଯାଇଛି ।
Breaking
Galaxy Unpacked July 2025: How to Watch Live Streamରହସ୍ୟ ଉପରୁ ପରଦା ହଟିଲା ଅନୁପମ ପଟ୍ଟନାୟକଙ୍କ ଆଗାମୀ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ମିସ୍ ଓଡ଼ିଶା ଇଣ୍ଡିଆ ୨୦୨୫ ଗ୍ରାଣ୍ଡ ଫାଇନାଲInternational Yoga Day is celebrated by the Bharatiya Yoga SansathanFrom Cities to Heartlands: Samsung Solve for Tomorrow Sparks Innovation in Bihar and Jharkhand