Breaking

ରାସ୍ତାରେ ମଝିରେ ଜଳିଗଲା ସିମେଣ୍ଟ ବୋଝେଇ ଟ୍ରକ୍

0

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଝଡବେଳଦା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ ଜଳି ଯାଇଥିବା ଜଣାପଡିଛି । ରାଜରାସ୍ତାରେ ଟ୍ରକଟି ହୁତୁ ହୁତୁ ହୋଇ ଜଳୁଥିବା ଦେଖାଯାଇଛି । ତେବେ ନିଆଁରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଟ୍ରକ ଡ୍ରାଇଭର ଓ ହେଲପର । ବ୍ୟାଟେରିରୁ ସଟ ସର୍କିଟ୍ ହୋଇ ନିଆଁ ଲାଗିଯାଇଥିବା ଜଣାପଡିଛି ।

loading...

Leave A Reply

Your email address will not be published.