ଭୁବନେଶ୍ୱର:କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ ଦିଆଯାଇଛି । ୧୦ଲକ୍ଷ ଟଙ୍କା ନଦେଲେ ହତ୍ୟା କରାଯିବ ବୋଲି ଧମକ ଆସିଛି । ବିଳମ୍ବିତ ରାତିରେ ଏକ ଅଜଣା ଫୋନ ନମ୍ବରରୁ ତାଙ୍କ ପାଖକୁ ଏହି ହତ୍ୟା ଧମକ ମେସେଜ ଆସିଥିଲା ।ପୁରୀଘାଟ ଥାନାରେ ଏନେଇ ସେ ଏତଲା ଦେଇଛନ୍ତି । ସୂଚନାଯୋଗ୍ୟ, ଚଳିତ ନିର୍ବାଚନରେ ଅନୁଭବ ମହାନ୍ତି ବିଜେଡି ଟିକେଟ୍ରେ କେନ୍ଦ୍ରାପଡ଼ା ଲୋକସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି।
Breaking
Odisha Vikash Conclave 2025 to Unveil Roadmap for People-Centric, Climate-Smart Odisha@2036Joyalukkas‘Brilliance Diamond Jewellery Show’ in Bhubaneswar from 21st November to 7th December.Red Swastik Society and Team “Ladhei” distributed EV Scooties to the Differently-Abled.Bhubaneswar Leads Odisha’s Tech Revolution as AI and Digital Banking Reshapes SME Landscape: KotakBajaj Finserv Asset Management Limited launches its Banking and Financial Services Fund to tap into India’s evolving financial growth story