କେନ୍ଦୁଝର:ମୋବାଇଲ୍ରୁ ମୋବାଇଲକୁ ଘୂରି ବୁଲୁଛି ଭାଇରାଲ୍ ଭିଡିଓ। ଏପରି ଅଭିଯୋଗ ଆସିଛି କେନ୍ଦୁଝର ଜିଲ୍ଲାରୁ।ପାଟଣା ଅଞ୍ଚଳରେ ଜଣେ ମାଛ ବ୍ୟବସାୟ ମହିଳାଙ୍କ ସହିତ ଅନୈତିକ ସମ୍ପର୍କ ରଖିଥିଲେ ଏବଂ ଏହାର ଭିଡିଓ ରେକର୍ଡିଙ୍ଗ ମଧ୍ୟ କରିଥିଲେ। ଯାହା ଏବେ ଭାଇରାଲ୍ ହୋଇଯାଇଛି। ୪୨ ସେକେଣ୍ଡର ଏହି ଭିଡିଓରେ କେବଳ ମହିଳାଙ୍କୁ ଉଲଗ୍ନ ଅବସ୍ଥାରେ ଦେଖିବାକୁ ମିଳିଛି।ମହିଳାଙ୍କ ଅଭିଯୋଗ କ୍ରମେ ସଦର ଥାନା ପୁଲିସ ମାମଲା ରୁଜୁ କରିବା ସଙ୍ଗେ ସଙ୍ଗେ ଅଭିଯୁକ୍ତକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
Breaking
ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କଲା ଶ୍ରୀ ଜଗନ୍ନାଥ ଭଜନ “ହେ ପୁରୁଷୋତ୍ତମ”ଇଣ୍ଡଲଜ୍ ବ୍ରାଇଡ଼ାଲ ମଲ୍ରେ ଆରମ୍ଭ ହେଲା ମହିଳା କାର୍ଣ୍ଣିଭାଲ ୨୦୨୨ଶିବାନନ୍ଦ ଶତ ବାର୍ଷିକ ବାଳକ ବିଦ୍ୟାଳୟର ପ୍ରତିଷ୍ଠା ଦିବସନେଦରଲ୍ୟାଣ୍ଡସରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ରଜ ଉତ୍ସବ ପାଳନମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’